Masthead

ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ଚାଲିବ ନାମଲେଖା । ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ । ପ୍ରଥମ ପର୍ୟ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ ।

କଳାରେ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି । ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି ।୧୩ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖା ଚାଲିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା