Masthead

ଚାକିରି ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗ ମନ୍ତ୍ରୀ ସୁଜିତ ବୋଷଙ୍କ ଘରେ ଇଡି ରେଡ

ପଶ୍ଚିମବଙ୍ଗ(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମନ୍ତ୍ରୀଙ୍କ ଘରେ ରେଡ । ମନ୍ତ୍ରୀ ସୁଜିତ ବୋଷଙ୍କ ଘରେ ରେଡ୍ । ଚାକିରି ଦୁର୍ନୀତି ମାମଲାରେ ରେଡ କରିଛି ଇଡି। ଆଜି ସକାଳୁ ସକାଳୁ ଇଡି ତାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। ଏହି ମନ୍ତ୍ରୀ ସୁଜିତ ବୋଷ ପଶ୍ଚିମବଙ୍ଗର ଅଗ୍ନିଶମ ଓ ଜରୁରୀକାଳୀନ ସେବା ମନ୍ତ୍ରୀ । ଇଡି ସୁଜିତଙ୍କ ୨ଟି ଘର ସମେତ ଟିଏମସି ବିଧାୟକ ତାପସ ରୟଙ୍କ ଘର ଓ ମ୍ୟୁନିସିପାଲିଟିର ପୂର୍ବତନ ଭାଇସ ଚେୟାରମ୍ୟାନଙ୍କ ଘରେ ପଶିଛି। ପଶ୍ଚିମବଙ୍ଗରେ ଚାକିରି ଦୁର୍ନୀତି ମାମଲା ସାମନାକୁ ଆସିବା ପରେ ଗତ ଏପ୍ରିଲ ମାସରେ ହାଇକୋର୍ଟ ସିବିଆଇ ତଦନତ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସିବିଆଇ ଓ ଇଡି ଏହି ମାମଲାକୁ ନେଇ ତନାଘନା ଚଳାଇଛନ୍ତି। କିଛି ଦିନ ପୂର୍ବେ ରାସନ ସ୍କାମରେ ଚଢାଉ ସମୟରେ ଇଡି ଅଧିକାରୀଙ୍କୁ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣରେ ବହୁ ଅଧିକାରୀ ଆହତ ହୋଇଥିଲେ ଏବଂ ଗାଡିର ଝରକା ମଧ୍ୟ ଭାଙ୍ଗି ଯାଇଥିଲା। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମଧ୍ୟ ମମତା ସରକାରଙ୍କଠାରୁ ରିପୋର୍ଟ ମାଗିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି