Masthead

ଗଞ୍ଜାମରେ ବିଜେପି-ବିଜେଡି କର୍ମୀ ହାତାହାତି

ଗଞ୍ଜାମ  (ବଡ଼ ଖବର ବ୍ୟୁରୋ): ୫-ଟି ସଚିବଙ୍କ ଗସ୍ତକୁ ବିରୋଧ । ତିନିଦିଆ ଗଞ୍ଜାମ ଗସ୍ତରେ ଥିବା ୫-ଟି ସଚିବଙ୍କୁ ବିରୋଧ । ବିଜେପି ପକ୍ଷରୁ ୫-ଟି ସଚିବଙ୍କୁ ବିରୋଧ ପ୍ରଦର୍ଶନ କରାଯାଇଛି । କାର୍ଯ୍ୟ ଆରମ୍ଭରୁ ପାଟପୁର ଗାନ୍ଧି ଛକରେ ବିଜେପି କର୍ମୀମାନେ କଳା ପତାକା ପ୍ରଦର୍ଶନ କରିଛନ୍ତି । ସେହିପରି ଦିଗପହଣ୍ଡି ପୁଞ୍ଜି କୟିଆଁ ଛକ ଠାରେ ମଧ୍ୟ ଶତାଧିକ କର୍ମୀ ଏବଂ ନେତା କଳା ପୋଷାକ ପିନ୍ଧି ଗୋ ବ୍ୟାକ୍ ନାରା ଦେଇ ପ୍ରତିବାଦ କରିଥିଲେ। ପୋଲିସ ଉପସ୍ଥିତିରେ ଦୁଇ ଦଳର କର୍ମୀଙ୍କ ମଧ୍ୟରେ ଏପରି ମାଡ଼ ମାରିବା ଓ ଧସ୍ତାଧସ୍ତି ସ୍ଥିତି ଉପୁଜିଥିଲା । ପାଖାପାଖି ଅଧ ଘଣ୍ଟା ଧରି ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିଲା । ପରେ ବିଜେପି କର୍ମୀଙ୍କୁ ସେଠୁ ଉଠାଇ ନେଇଛି ପୋଲିସ । ଏହି ଗଣ୍ଡଗୋଳରେ ୪ରୁ ଅଧିକ ବିଜେପି କର୍ମୀ ଆହତ ହୋଇଥିବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି