Masthead

ଭୋଟ ଗଣତି ବେଳେ ବି ଉତ୍ତେଜନା, ବିଜେପି–ଟିଏମସି କର୍ମୀ ମୁହାଁମୁହିଁ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଜାରି ରହିଛି ଭୋଟ ଗଣତି । ସକାଳ ୮ରୁ ଆରମ୍ଭ ହୋଇଥିଲା ଗଣତି । ଗଣତି ବେଳ ଦେଖିବାକୁ ମିଳିଛି ଉତ୍ତେଜନା । ଦିନହାଟାରେ ଷ୍ଟ୍ରଙ୍ଗ ରୁମ ସାମ୍ନାରେ ଭାରତୀୟ ଜନତା ପାର୍ଟି ଓ ତ୍ରୁଣମୂଳ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ମାଲଦାରେ ବି ଗଣତିକୁ ନେଇ ଗଣ୍ଡଗୋଳ ହୋଇଛି ।

ଉତ୍ତେଜନା ପରିସ୍ଥିତିକୁ ଦେଖି କିଛି ମତଗଣନା କେନ୍ଦ୍ରରେ ଏବେ ପର୍ଯ୍ୟନ୍ତ କାଉଣ୍ଟିଂ ଆରମ୍ଭ ହୋଇ ନ ଥିବା ସୂଚନା ମିଳିଛି । ସେପଟେ ପ୍ରଥମ ପର୍ଯ୍ୟାୟ ଗଣତିକୁ ନେଇ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଟିଏମସି ୧୯ଟି ଆସନରେ ଆଗରେ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ