Masthead

ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼

ସୋର (ବଡ଼ ଖବର ବ୍ୟୁରୋ): ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ । ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ବେଳେ ଗୁରୁତର ଅବସ୍ଥାରେ ଉଦ୍ଧାର କଲେ ଗ୍ରାମବାସୀ । ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ ମାରି ପୋଲିସ ଜିମା ଦେଲେ ଗାଁ ଲୋକେ । ଖାଲି ସେତିକି ନୁହେଁ ଯୁବକର ବାଇକକୁ ଜାଳିଦେଲେ ଉତ୍ୟକ୍ତ ଲୋକ । ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଁଚି ଯୁବକ କାବୁ କରିବା ସହିତ ଅଂଚଳ ରେ ଉତେଜନା ଦେଖାଦେଇଛି ।

ଯୁବକ ହେଉଛନ୍ତି ଅନ୍ତରା ଗ୍ରାମ ର ପ୍ରଶାନ୍ତ ସାମଲ । ଛାତ୍ରୀ ଜଣଙ୍କ ଟିଉସନ ସାରି ଘରକୁ ଫେରୁଥିବା ବେଳେ ସିମୁଳିଆ ଥାନା ଅନ୍ତରା କେନାଲ ବନ୍ଧ ନିକଟରେ ଦୁଷ୍କର୍ମ କରିଥିଲା ଯୁବକ । ଛାତ୍ରୀଙ୍କ ସାଇକେଲ ଓ ବହିକୁ କେନାଲକୁ ଫିଙ୍ଗି ଦେଇଥିଲେ ଯୁବକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ