Masthead

୨୫ରୁ ୮ମ, ୨୧ରୁ ଖୋଲିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୫ରୁ ଖୋଲିବ ୮ମ ଶେଣୀ ।୨୧ରୁ ଖୋଲିବ ଏକାଦଶ ଶ୍ରେଣୀ । କାଲି ବସିବ ଡିଇଓମାନଙ୍କ ବୈଠକ । ପରବର୍ତ୍ତୀ ଶ୍ରେଣୀ ପାଇଁ ନିଷ୍ପତ୍ତି ପରେ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା । ଅଫଲାଇନରେ ହେବ ପାଠପଢା ।ଖୁବଶୀଘ୍ର ଖୋଲିପାରେ ରାଜ୍ୟର ସ୍କୁଲ । ଦୀର୍ଘ ଦିନର ବ୍ୟବଧାନରେ ରାଜ୍ୟ ବିଦ୍ୟାଳୟ ଖୋଲିବାକୁ ଯାଉଛନ୍ତି ସରକାର ।

ସ୍କୁଲ ବନ୍ଦ ଥିବା ବେଳେ ଅନଲାଇନରେ ପାଠପଢା ପଠପଢା ଚାଲିଛି । ହେଲେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠପଢା ବ୍ୟାଘାତ ସୃଷ୍ଟି ହେଉଥିବା ନେଇ ଅଭିଭାବକ ଦାବି କରିଆସୁଛନ୍ତି ।ପୂଜା ପରେ ସ୍କୁଲ ଖୋଲିବା ନେଇ ଆଶା ପ୍ରକଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ସେପଟେ ଦଶହରା ଛୁଟି ପରେ ଅଷ୍ଟମ ଓ ଏକାଦଶ କ୍ଲାସ ଖୋଲିବ ବୋଲି ସୂଚନା ଦେଇଛି ଗଣଶିକ୍ଷା ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି