Masthead

୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସନ୍ତା ୨୧ରେ ଏକାଦଶ ଓ ୨୫ ତାରିଖରେ ଖୋଲିବ ଅଷ୍ଟମ ଶ୍ରେଣୀ । ଦୁର୍ଗା ପୂଜା ଛୁଟି ପରେ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି ହୋଇଛି । ଦିନ ୧୦ଟାରୁ ସାଢେ ଗୋଟାଏ ଯାଏ ଚାଲିବ କ୍ଲାସ । ସକାଳ ୯ଟାରୁ ଦିନ ସାଢେ ୧୨ଟା ଯାଏ ଚାଲିବ ଅଷ୍ଟମ କ୍ଲାସ । ଅଷ୍ଟମ କ୍ଲାସର ପିଲାଙ୍କୁ ଦିଆଯିବନି ମଧ୍ୟାହ୍ନ ଭୋଜନ ।

ସ୍କୁଲ ଖୋଲିବା ପରେ ଅଫଲାଇନ ସହ ଅନଲାଇନରେ କ୍ଲାସ ହେବ । ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ସ୍କୁଲ ଆସିବା ମନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି