Masthead

୨୦ରୁ ୟୁଜି ପିଲାଙ୍କ କ୍ଲାସରୁମ ପାଠପଢ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦ରୁ ଅଫଲାଇନ କ୍ଲାସ କରିବେ ୟୁଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀ । କରୋନା ମହାମାରୀ ଯୋଗୁଁ ଅନେକ ଦିନ ଧରି କଲେଜ ବନ୍ଦ ରହିଥିଲା । ଏବେ କରୋନା ସ୍ଥିତିରେ ସୁଧାର ଆସିବା ପରେ କଲେଜ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଥମ ବର୍ଷ ପିଲାଙ୍କ ପାଠପଢା କଲେଜରେ ଶ୍ରେଣୀଗୃହରେ ଆରମ୍ଭ ହେବ । କରୋନା କଟକଣା ସହ କ୍ଲାସ ରୁମରେ ପାଠପଢା ହେବ ।

ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ବିଶ୍ବବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ । ତାସହ କୋଭିଡ ନିୟମ ମାନିବା ବାଧ୍ୟତାମୂଳକ କରାଯାଇଛି । ତେବେ ଏଥିପାଇଁ ଅନେକ ସର୍ତ୍ତ ବି ରହିଛି । ହଷ୍ଟେଲ୍ ଗୁଡିକ ସୋମବାର ଠାରୁ ଖୋଲିଯିବ। ରାଜ୍ୟରେ ଥିବା ବେସରକାରୀ ବିଶ୍ବବିଦ୍ୟାଳୟ ଗୁଡିକ ମଧ୍ୟ ରାଜ୍ୟ ସରକାରଙ୍କ ଗାଇଡଲାଇନକୁ ପାଳନ କରିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ