Masthead

ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ 

ଅନୁଗୁଳ (ବଡ଼ ଖବର ବ୍ୟୁରୋ):  ଅନୁଗୋଳ ଜିଲ୍ଲା ରେ ସ୍ୱାସ୍ଥ୍ୟ ଅବସ୍ଥାର ବିକଳ ଚିତ୍ର ।  ଡାକ୍ତର ନାହାନ୍ତି କି ନର୍ସ ।  ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  । ଏଭଳି ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ବାଗେଡ଼ିଆ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ।

ବାଗେଡ଼ିଆ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜଣେ ମହିଳା ନିଜ ସ୍ୱାସ୍ଥ୍ୟ ଦେଖାଇବାକୁ ଆସିଥିଲୋ  ଡାକ୍ତର ତାଙ୍କୁ କିଛି ଔଷଧ ଓ ସାଲାଇନ ଲେଖିଥିଲେ । ଚିଠା ନେଇ ମହିଳା ଜଣଙ୍କ ୱାର୍ଡକୁ ଯାଇଥିଲେ । ସେଠାରେ ଜଣେ ସଫେଇ କର୍ମଚାରୀ ମହିଳାଙ୍କୁ ବେଡ଼ରେ ଶୋଇବାକୁ କହିଥିଲେ । ପରେ ସଫେଇ କର୍ମଚାରୀ ତାଙ୍କୁ ସାଲାଇନ ଲଗାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ