Masthead

ଉତ୍ତରାଖଣ୍ଡରେ ପୁଣି ବାଦଲ ଫଟା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ପୁଣି ପ୍ରଳୟ ଆଣିଲା ବାଦଲ ଫଟା ବର୍ଷା ।   ଚମୋଲି ଜିଲ୍ଲାରେ ମଝି ରାତିରେ ବାଦଲ ଫଟା ପାଇଁ ଭୟଙ୍କର ସ୍ଥିତି ଦେଖିବାକୁ ମିଳିଛି  ।   ହଠାତ୍ ବର୍ଷା ଫଳରେ ଥରାଲି ଗାଁରେ ଭୂସ୍ଖଳନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି   ।   ଥରାଲି ଗାଁର ଅନେକ ଘର ମାଟି ତଳେ ଦବି ଯାଇଛି   । ଗାଁ ପାଖ ବଜାର ମଧ୍ୟ ବନ୍ୟାଷ ଭୂସ୍ଖଳନରେ ପ୍ରଭାବିତ ହୋଇଛି  ।   କିଛି ଦିନ ପୂର୍ବରୁ ଧରାଲି ଗାଁରେ ଯେଉଁଭଳି ପ୍ରଳୟ ଦେଖିବାକୁ ମିଳିଥିଲା, ଠିକ୍ ସେହିପରି ପ୍ରଳୟ ଥରାଲିରେ ବି ଦେଖିବାକୁ ମିଳିଛି । ତେବେ ପ୍ରାକୃତିକ ଦୁର୍ବିପାକ ରାତି ଅଧରେ ହୋଇଥିବାରୁ ଏଥିରେ ଅନେକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି ।  ଘଟଣା ସ୍ଥଳରେ ପ୍ରଶାସନ, ଏନଡିଆରଏଫ୍ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ