Masthead

ଉତ୍ତରାଖଣ୍ଡରେ ପୁଣି ବାଦଲ ଫଟା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ପୁଣି ପ୍ରଳୟ ଆଣିଲା ବାଦଲ ଫଟା ବର୍ଷା ।   ଚମୋଲି ଜିଲ୍ଲାରେ ମଝି ରାତିରେ ବାଦଲ ଫଟା ପାଇଁ ଭୟଙ୍କର ସ୍ଥିତି ଦେଖିବାକୁ ମିଳିଛି  ।   ହଠାତ୍ ବର୍ଷା ଫଳରେ ଥରାଲି ଗାଁରେ ଭୂସ୍ଖଳନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି   ।   ଥରାଲି ଗାଁର ଅନେକ ଘର ମାଟି ତଳେ ଦବି ଯାଇଛି   । ଗାଁ ପାଖ ବଜାର ମଧ୍ୟ ବନ୍ୟାଷ ଭୂସ୍ଖଳନରେ ପ୍ରଭାବିତ ହୋଇଛି  ।   କିଛି ଦିନ ପୂର୍ବରୁ ଧରାଲି ଗାଁରେ ଯେଉଁଭଳି ପ୍ରଳୟ ଦେଖିବାକୁ ମିଳିଥିଲା, ଠିକ୍ ସେହିପରି ପ୍ରଳୟ ଥରାଲିରେ ବି ଦେଖିବାକୁ ମିଳିଛି । ତେବେ ପ୍ରାକୃତିକ ଦୁର୍ବିପାକ ରାତି ଅଧରେ ହୋଇଥିବାରୁ ଏଥିରେ ଅନେକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି ।  ଘଟଣା ସ୍ଥଳରେ ପ୍ରଶାସନ, ଏନଡିଆରଏଫ୍ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ