Masthead

ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା। ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା ଦେଇଛନ୍ତି  । ତେବେ  ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରିଛନ୍ତି ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ।

ସୋମବାର ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। କଲେଜର ଜଣେ ଅଧ୍ୟକ୍ଷଙ୍କ ଅତ୍ୟାଚାରକୁ ସହିନପାରି ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଏମ୍ସରେ ଚିକିତ୍ସା କରାଯାଉଥିବା ବେଳେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ