Masthead

ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ

ବାଣପୁର(ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଦକ୍ଷେଶ୍ୱର ମନ୍ଦିରରୁ ୨୨ଟି ମୂଲ୍ୟବାନ୍ ମୂର୍ତ୍ତି ଚୋରିକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି । ଚୋରିକୁ ୨୪ଘଣ୍ଟା ବିତ୍ତିଯାଇଥିଲେ ମଧ୍ୟ ଦୁର୍ବୁତଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇନାହିଁ । ଏହାର ପ୍ରତିବାଦରେ ମନ୍ଦିର ସାମ୍ନାରେ ବିଜେପି ପକ୍ଷରୁ ଗୃହମନ୍ତ୍ରୀ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲା ବିଜେପି ସମ୍ପାଦକ ବିଦ୍ୱୁତ କୁମାର କାଣ୍ଡିଙ୍କ ନେତୃତ୍ୱରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ବିକ୍ଷୋଭରେ ଭଗବାନ ପ୍ରଧାନ, ଶ୍ୟାମସୁନ୍ଦର ପ୍ରଧାନ, ଶଙ୍କର ସାହୁଙ୍କ ସମେତ ବିଜେପି କର୍ମୀମାନେ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା