Masthead

ପିଏମଙ୍କୁ ଶୁଭେଚ୍ଛା ଜଣାଇଲେ ସିଏମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତିନି ରାଜ୍ୟରେ ବିଜେପିର ଜବରଦସ୍ତ ପ୍ରଦର୍ଶନ । କେବଳ ତେଲେଙ୍ଗାନାକୁ ଛାଡ଼ିଦେଲେ ମଧ୍ୟପ୍ରଦେଶ, ରାଜସ୍ଥାନରେ, ଛତିଶଗଡ଼ରେ ବିଜେପିର ବିଜୟ । ପୁଣି ଥରେ ପ୍ରମାଣିତ ହୋଇଛି ଯେ ଏବେ ବି ଦେଶରେ ରହିଛି ମୋଦି ଲହର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଳ୍ପ ବିରୋଧୀଙ୍କ ପାଖରେ ନଥିବା ପୁଣି ଥରେ ଚର୍ଚ୍ଚା ହୋଉଛି ।

ଯାହାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସକାଳେ ଟେଲିଫୋନ ଯୋଗେ କଥା ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ