Masthead

ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ । ଟ୍ୱିଟ୍ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡ଼ିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି। ପିଣ୍ଟୁଙ୍କ ବିୟୋଗରେ ସାରା ଓଡ଼ିଶା ମର୍ମାହତ । ଜଲିଉଡ୍ ଏବଂ ଓଲିଉଡରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ