Masthead

ଅଭିଯୋଗ ପ୍ରକୋଷ୍ଠରେ ମୋହନଙ୍କ ପ୍ରଥମ ଶୁଣାଣି, ଭୂମିହୀନ ବ୍ୟକ୍ତିଙ୍କୁ ଜାଗା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମ ସୋମବାର ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ । କେତେକ ଦିବ୍ୟାଙ୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ପାଇଁ ଆସିଛନ୍ତି । ପ୍ରଥମେ କେନ୍ଦୁଝର ଆନନ୍ଦପୁରରୁ ଆସିଥିବା ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଲେ ମୋହନ । ପ୍ରଥମ ଶୁଣାଣିରେ ଅଭିଯୋଗ ନେଇ ଆସିଥିବା ଭୂମିହୀନ ବ୍ୟକ୍ତିଙ୍କୁ ଜାଗା ଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅଭିଯୋଗ ଶୁଣାଣି ପରେ ଉକ୍ତ ବ୍ୟକ୍ତି କହିଛନ୍ତି, ଭୂମିହୀନ ହୋଇଥିବାରୁ ଦୀର୍ଘଦିନ ଧରି ଜମି ପାଇବାକୁ ଜିଲ୍ଲାପାଳଙ୍କ ଅଫିସକୁ ଧାଉଁଥିଲି । କିନ୍ତୁ କେହି ମୋ କଥା ଶୁଣିନଥିଲେ । କିନ୍ତୁ ଏବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ମୋ ଅଭିଯୋଗ ଜଣାଇଛି । ମୁଖ୍ୟମନ୍ତ୍ରୀଙ୍କ ସହ ବେଶ କିଛି ସମୟ କଥା ହେବା ପରେ ଜମି ମିଳିବାକୁ ପ୍ରତିଶ୍ରୁତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ