Masthead

ଗଞ୍ଜାମରେ ମୁଖ୍ୟମନ୍ତ୍ରୀ

ଆସିକା(ବଡ଼ ଖବର ବ୍ୟୁରୋ): ଗଞ୍ଜାମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କବିସୂର୍ଯ୍ୟନଗରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କବିସୂର୍ଯ୍ୟନଗର ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁର ରହିଛି । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ୧୯୫୨.୮୯ କୋଟି ଟଙ୍କାର ୮୨୫ଟି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ । ଏଥିସହ ୨୨ ହଜାର ୨ଶହ ସ୍ୱୟଂ ସହାୟକ ଗୋଷ୍ଠୀର ୨କୋଟି୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରିବେ । ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମ କଟଂକ ପଟ୍ଟା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା