Before Header

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

0 21

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ପଡ଼ିରହିଥିବା ସରକାରୀ କାର୍ୟ୍ୟର ସମୀକ୍ଷା ମୁଖ୍ୟମନ୍ତ୍ରୀ । ୧୩ ତାରିଖରେ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.