Masthead

ଆଜି ପ୍ରାକ୍ ବଜେଟ ଗ୍ରହଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୫ ତାରିଖରେ ଆସିବ ବିଜେପି ସରକାରଙ୍କ ପ୍ରଥମ ବଜେଟ। ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପରେ ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୦୨୫ ମସିହା ପାଇଁ ରାଜ୍ୟ ବଜେଟ୍। ତା’ପୂର୍ବରୁ ଆଜି ପ୍ରାକ୍ ବଜେଟ୍ ପରାମର୍ଶ ଗ୍ରହଣ କରାଯିବ। ଲୋକସେବା ଭବନରେ ଦିନ ସାଢେ ୧୧ଟାରେ ଆରମ୍ଭ ହେବ କାର୍ଯ୍ୟକ୍ରମ।

ଅତିଥିମାନଙ୍କ ସହ ଆଲୋଚନା ଏବଂ ମତାମତ ସଂଗ୍ରହ କରାଯିବ। ପୂର୍ବରୁ ରାଜ୍ୟ ବଜେଟ୍ ପାଇଁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ ଏସଏମଏସ ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ ମୁଖ୍ୟମନ୍ତ୍ରୀ। ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବଜେଟ୍ ସଂପର୍କରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଆଲୋଚନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ