ଆଜି ପ୍ରାକ୍ ବଜେଟ ଗ୍ରହଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୫ ତାରିଖରେ ଆସିବ ବିଜେପି ସରକାରଙ୍କ ପ୍ରଥମ ବଜେଟ। ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପରେ ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୦୨୫ ମସିହା ପାଇଁ ରାଜ୍ୟ ବଜେଟ୍। ତା’ପୂର୍ବରୁ ଆଜି ପ୍ରାକ୍ ବଜେଟ୍ ପରାମର୍ଶ ଗ୍ରହଣ କରାଯିବ। ଲୋକସେବା ଭବନରେ ଦିନ ସାଢେ ୧୧ଟାରେ ଆରମ୍ଭ ହେବ କାର୍ଯ୍ୟକ୍ରମ।

ଅତିଥିମାନଙ୍କ ସହ ଆଲୋଚନା ଏବଂ ମତାମତ ସଂଗ୍ରହ କରାଯିବ। ପୂର୍ବରୁ ରାଜ୍ୟ ବଜେଟ୍ ପାଇଁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ ଏସଏମଏସ ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ ମୁଖ୍ୟମନ୍ତ୍ରୀ। ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବଜେଟ୍ ସଂପର୍କରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଆଲୋଚନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’