ବାର୍ଦ୍ଧକ୍ୟ ଭତ୍ତା ଆବେଦନ କଲେ ବିଜୁ ବାବୁଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକ

କଟକ(ବଡ଼ ଖବର ବ୍ୟୁରୋ): ବାର୍ଦ୍ଧକ୍ୟ ଭତ୍ତା ଆବେଦନ କଲେ ବିଜୁ ବାବୁଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ମଧୁବାବୁ ପେନସନ୍ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ଓ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ନିଜକୁ ସାମିଲ କରିବା ପାଇଁ ଦରଖାସ୍ତ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ଡାକ୍ତର ଜର୍ଜ ପଟ୍ଟନାୟକଙ୍କ ପୁଅ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକଙ୍କ ଏପରି ଅବସ୍ଥା ସମଗ୍ର ରାଜ୍ୟବାସୀଙ୍କୁ ଚକିତ କରିଛି।

ଦିଲ୍ଲୀପ ପଟ୍ଟନାୟକ ବାର୍ଦ୍ଧକ୍ୟ ଅବସ୍ଥାରେ ପହଞ୍ଚି ସାରିଥିବା ବେଳେ ବହୁ ରୋଗରେ ଘାଣ୍ଟି ହେଉଛନ୍ତି। ହେଲେ ନା ଔଷଧ ପାଇଁ ଟଙ୍କା ଅଛି ନା ସେବା ସୁଶ୍ରୁସା କରିବାକୁ ନିଜର କେହି ଅଛି। ତେଣୁ ନିଜକୁ ଅସହାୟ ଦର୍ଶାଇ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଭାଇ। ରାଜ୍ୟ ସରକାରଙ୍କ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ଓ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ନିଜକୁ ସାମିଲ କରିବାକୁ ସେ ଆବେଦନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’