Masthead

ଆଜିଠୁ ୫ଦିନିଆ ଦିଲ୍ଲୀ-ରାଜସ୍ଥାନ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଗୁରୁବାରଠୁ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।

ଏହାସହ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟି ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ । ସେହିଭଳି ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ଭାଗ ନେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି ।୨୩ ତାରିଖ ଦିନ ସେ ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ