Masthead

ଦେଶରେ କୋଇଲା ଓ ବିଦ୍ୟୁତ ସଙ୍କଟ; ଆକ୍ସନ ମୋଡ଼ରେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଦିନକୁ ଦିନ କୋଇଲା ଏବଂ ବିଦ୍ୟୁତ ସଙ୍କଟ ଦେଖାଦେବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଗୃହମନ୍ତ୍ରୀ ଅମିତ ଶାହ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏନେଇ ସେ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଥିବାର କଥା ସାମ୍ନାକୁ ଆସିଛି । ସେପଟେ ଏହି ବୈଠକରେ ଯୋଗ ଦେବା ପାଇଁ କେନ୍ଦ୍ର ଶକ୍ତିମନ୍ତ୍ରୀ ଆର.କେ ସିଂହ, କୋଇଲା ମନ୍ତ୍ରୀ ପହ୍ଲାଦ ଯୋଶୀ ଏବଂ ଉଭୟ ମନ୍ତ୍ରଣାଳୟର ଅଧିକାରୀମାନେ ଗୃହ ମନ୍ତ୍ରଣାଳୟରେ ପହିଞ୍ଚିଛନ୍ତି ।

ଅନ୍ୟପଟେ କୋଇଲା ଅଭାବକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟ ବିଦ୍ୟୁତ ଯୋଗାଣରେ ବ୍ୟାଘାତ ସୃଷ୍ଟି କରିବାକୁ ଚେତାବନୀ ଦେଇଛନ୍ତି । ତେବେ ବିଦ୍ୟୁତ ଉତ୍ପାଦନ କାରଖାନାର ଚାହିଦା ମେଣ୍ଟାଇବା ପାଇଁ ଦେଶରେ ପର୍ଯ୍ୟାନ୍ତ ଶୁଖିଲା ଇନ୍ଧନ ଉପଲବ୍ଧ ରହିଛି ବୋଲି କୋଇଲା ମନ୍ତ୍ରଣାଳୟ କହିଛି । ଏହା ଛଡ଼ା ସବୁଠାରୁ ରୋଚକ କଥାଟି ହେଉଛି ଦେଶରେ କୋଇଲା ଓ ବିଦ୍ୟୁତ ସଙ୍କଟ ଦେଖାଦେଉଥିବା ବେଳେ, ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି ମନ୍ତ୍ରଣାଳୟ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି