Masthead

ପାରାଦୀପ ଜାହାଜରୁ କୋକେନ ଜବତ, ଯାଞ୍ଚ କରୁଛନ୍ତି ସ୍କ୍ୟୁବା ଡ୍ରାଇଭର

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ଜାହାଜରୁ ୨୨୦ କୋଟି ଟଙ୍କାର କୋକେନ ବାହାରିବା ଘଟଣାର ତଦନ୍ତକୁ ଏବେ ଜୋରଦାର କରିଛି କଷ୍ଟମବିଭାଗ। ଜାହାଜର ପାଣିଟାଙ୍କି ଓ ପୂର୍ବରୁ ପିଆଇସିଟି ବର୍ଥର ଯେଉଁ ସ୍ଥାନରେ ଜାହାଜ ରହିଥିଲା ତାହାକୁ ସ୍କ୍ୟୁବା ଡ୍ରାଇଭର ସହାୟତାରେ ଯାଞ୍ଚ କରାଯାଇଛି। ଟାଙ୍କି କିମ୍ବା ଜାହାଜ ତଳକୁ କୋକେନ ପ୍ୟାକେଟ ଫିଙ୍ଗା ଯାଇଥିବା ସନ୍ଦେହ କରୁଛି କଷ୍ଟମବିଭାଗ । ଦୁଇଜଣ ସ୍କୁବା ଡ୍ରାଇଭର ବିଭିନ୍ନ ସ୍ଥାନ ଖୋଜାଖୋଜି କରିଛନ୍ତି। ଜାହାଜର ସମସ୍ତ ସଦସ୍ୟ ଭିଏତନାମର ହୋଇଥିବାରୁ ତଦନ୍ତ ସମୟରେ ସେମାନଙ୍କ ଭାଷା ବୁଝିବାରେ ସମସ୍ୟା ହୋଇଥିଲା । ଏଥିଲାଗି ଦୁଇଜଣ ଇଣ୍ଟରପ୍ରିଟରଙ୍କୁ ଆଣି ତଦନ୍ତ କରୁଛି କଷ୍ଟମବିଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା