Masthead

ବଗିର ତୁରନ୍ତ ଯାଞ୍ଚ କରାଯାଉ : ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଟ୍ରେନ ଟ୍ରୋଜେଡ଼ି । ପ୍ରତିକ୍ରିୟା ରଖିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କହିଛନ୍ତି ଏବେ ବି ଦୁଇଟି ବଗିର ଯାଞ୍ଜ କରାଯାଇ ନାହିଁ । ତାର ତୁରନ୍ତ ଯାଞ୍ଜ ହେବା ଦରକାର ।

ଆଉ ରାଜ୍ୟ ସରକାର ଅବହେଳା କରନ୍ତୁ ନାହିଁ। କାହିଁକି ନା ଦୁଇ ରାଜ୍ୟ ମଧ୍ୟ ନିଖୋଜ କଥା କହିଲେଣି। ତେଣୁ ସେହି ବଗିକୁ ଯାଞ୍ଜ କରାଯାଉ। ହୁଏତ ସେଥିରେ ମୃତ ଶରୀର ଓ ଜୀବିତ ଲୋକ ଥାଇ ପାରନ୍ତି । ଏଥିରେ ସନେ୍ଦହ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର