Masthead

କାଶିପୁରରେ ହାଡଥରା ଶୀତ

କାଶିପୁର(ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା କାଶିପୁରକୁ ପୁଣି ଲେଉଟିଛି ଶୀତ । ଗତ ତିନିଚାରି ଦିନ ଧରି ବ୍ଲକରେ ତାପମାତ୍ରା ହ୍ରାସ ପାଇବା ସହ ପ୍ରବଳ ଶୀତ ଲହରୀ ଅନୁଭୂତ ହେଉଛି । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କାଶିପୁରରେ ପାରଦ ୭ ଡିଗ୍ରୀରେ ପହଁଚିଛି । ସନ୍ଧ୍ୟାରେ ପାରଦ ଖସିବାରୁ ରାସ୍ତାଘାଟ ଶୂନଶାନ ହୋଇଯାଉଛି । କାଶିପୁର ବ୍ଲକରେ ତୁଷାରପାତ ଦେଖିବାକୁ ମିଳିଛି । ଶୀତରେ ଲୋକେ ସକାଳେ ଓ ସନ୍ଧ୍ୟାରେ ଜରୁରୀ କାମ ନ ଥିଲେ ଘରୁ ବାହାରୁ ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା