Masthead

କମିବ ଶୀତ, ବଢିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ତେବେ, ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜିଠାରୁ ରାଜ୍ୟରେ ଶୀତ କମିବ। ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। ଏହା ପ୍ରଭାବରେ କମ୍ ଶୀତ ଅନୁଭବ ହେବ। ଉଭୟ ପାଣିପାଗ ବିଭାଗ ଓ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି। ଭୁବନେଶ୍ବର ସଂଲଗ୍ନ ଉପକୂଳ ଜିଲ୍ଲାରେ ଆଜି ରାତିରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ବଢିବ।

୨ ତାରିଖ ଯାଏଁ ରାତି ତାପମାତ୍ରା ଅଧିକ ରହିବ ଓ କମ୍ ଶୀତ ହେବ। ୩ ତାରିଖ ରାତି ତାପମାତ୍ରା ପୁଣି ୨ ଡିଗ୍ରୀ କମିଯିବ। ଆସନ୍ତାମାସ ୪,୫ ଓ ୬ ତାରିଖରେ ଏଭଳି ତାପମାତ୍ରା ରହିବ। ଡିସେମ୍ବର ୧ ତାରିଥ ଯାଏଁ ଦିନରେ ପାଗ କୋହଲା ରହିବ। ୩୦ ତାରିଖ ରାତିରେ ଆଭ୍ୟନ୍ତରିଣ ଜିଲ୍ଲାରେ ରାତି ତାପମାତ୍ରା ୩ ଡିଗ୍ରୀ ବଢିବ। ୧ ତାରିଖରେ ପୁଣି ୨ ଡିଗ୍ରୀ କମିବ। ଡିସେମ୍ବର ୫ ତାରିଖ ଯାଏଁ ଏଭଳି ତାପମାତ୍ରା ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା