Masthead

ଭାଙ୍ଗିଲା ଜିମ୍ ଛାତ, ୧୦ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭୁଶୁଡ଼ିଲା ଜିମ ଛାତ । ୧୦ ମୃତ । ଉତ୍ତରପୂର୍ବ ଚୀନର ୩୪ ମିଡିଲ ଇଷ୍ଟ କିକିହାରରେ ଥିବା ଏକ ସ୍କୁଲର ଜିମ୍ ଭୁଶୁଡିପଡିଛି । ଫଳରେ ୧୦ଜଣଙ୍କ ମୃତ୍ୟୁ ହୋଇଛଇ । ଏକାଧିକ ଭଙ୍ଗା ଛାତ ତଳେ ଦବି ହୋଇ ରହିଛନ୍ତି । ଉଦ୍ଧାର କାର୍ୟ୍ୟ ଏବେବି ଜାରି ରହିଛି । ପ୍ରାରମ୍ଭିକ ରିପୋର୍ଟ ମୁତାବକ, ନିର୍ମାଣକାରୀମାନେ ଛାତ ଉପରେ ‘ପର୍ଲାଇଟ୍‌’ (ଭଲ୍‌କାନିକ୍‌ ଗ୍ଲାସ୍‌) ରଖିଥିଲେ। ପ୍ରବଳ ବର୍ଷା ଯୋଗୁଁ ଉକ୍ତ ‘ପର୍ଲାଇଟ୍‌’ ସମ୍ପ୍ରସାରିତ ହୋଇଯିବାରୁ ଛାତ ଭୁଶୁଡ଼ି ପଡ଼ିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା