Masthead

ଆଜି କଲେଜ, ୟୁନିଭର୍ସିଟି ଖୋଲୁଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍କୁଲ କଲେଜ ପରେ ବର୍ତ୍ତମାନ ଆଜିଠାରୁ ଖୋଲିଲା ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା କଲେଜ, ବିଶ୍ୱବିଦ୍ୟାଳୟ । ପ୍ରଥମ ପର୍ଯ୍ୟାୟରେ ୟୁଜି ଓ ପିଜି ଶେଷ ବର୍ଷ ଛାତ୍ରଛାତ୍ରୀ କଲେଜକୁ ଆସିବେ । ସେମିଷ୍ଟାର ପରୀକ୍ଷା ବ୍ୟବସ୍ଥାରେ ୟୁଜି ୫ମ ସେମିଷ୍ଟାର ଓ ପିଜି ୩ୟ ସେମିଷ୍ଟାର ପିଲାଙ୍କ ପାଇଁ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ପାଠପଢା ଚାଲିବ । ସେହିପରି ଡିପ୍ଲୋମା, ପ୍ରୋଫେସନାଲ କଲେଜ ସହ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ମଧ୍ୟ ଖୋଲିବ । ପୂର୍ବରୁ ଏଥିପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଥିବା ବେଳେ କୋଭିଡ୍ କଟକଣାକୁ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି । ଆଜିଠାରୁ ମାର୍ଚ୍ଚ ୧୫ ଯାଏ ପାଠପଢା ପରେ ମାର୍ଚ୍ଚ ୧୬ରୁ ୩୧ ପର୍ଯ୍ୟନ୍ତ ପରୀକ୍ଷା ହେବ । ପରେ ଏପ୍ରିଲ ୩୦ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା