Masthead

ଛତିଶଗଡ଼ରେ କମ୍ବିଂ ଅପରେସନ୍‌, ଟଳିଲେ ୪ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ କମ୍ବିଂ ବେଳେ ମୋଓବାଦୀ- ପୋଲିସ ମୁହାଁମୁହିଁ । ଛତିଶଗଡ଼ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ଏନକାଉଣ୍ଟର । ଏନକାଉଣ୍ଟରରେ ୪ ମାଓବାଦୀ ନିହତ ସୂଚନା । ଘଟଣାସ୍ଥଳରୁ ବିପୁଳ ମାଓ ସାମଗ୍ରୀ ସହ ବିସ୍ଫୋରକ ଜବତ । ଏବେ ବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜଙ୍ଗଲରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଆଜି ସକାଳେ ପୋଲିସ ବିଜାପୁର ଜିଲ୍ଲାରେ କମ୍ବିଂ ଅପରେସନ କରୁଥିବା ବେଳେ ନକ୍ସଲଙ୍କ ପକ୍ଷରୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି।

ସୂଚନା ମୁତାବକ, ଗଙ୍ଗାଲୁର ପୋଲିସ ଅଧୀନରେ କୋବ୍ରା ବାଟାଲିଅନ ଏବଂ CRPF ମିଳିତ ଭାବେ କୋରଚେଲି ଜଙ୍ଗଲରେ କମ୍ବିଂ ଅପରେସନ କରୁଥିଲେ। ଏହି ସମୟରେ ନକ୍ସଲମାନେ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲେ। ସୁରକ୍ଷାକର୍ମୀ ମଧ୍ୟ ପାଲଟା ଜବାବ ଦେଇଥିଲେ, ଯେଉଁଥିରେ ୪ ଜଣ ନକ୍ସଲ ନିପାତ ହୋଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା