Masthead

ମୋ ଘରକୁ ଆସ ମୋର ଅତିଥି ହୁଅ

ଭୁବନେଶ୍ୱର (ବଡ ଖବର ବ୍ୟୁରୋ);  ଲୋହିଆ ଏକାଡେମିରେ ପ୍ରେସ ମିଟ ରେ ଜାତୀୟ ସ୍ତରୀୟ ଅଭିଯାନ ଯାହା ଅଗଷ୍ଟ ୧୫ ରେ ଦେଶର ଶହ ଶହ ଜାତୀୟ ନେଟୱାର୍କ ଧର୍ମନିରପେକ୍ଷ ତଥା ଗଣତାନ୍ତ୍ରିକ ଗୋଷ୍ଠୀ ତଥା ବ୍ୟକ୍ତିବିଶେଷଙ୍କ ଦ୍ଵାରା ଶୁଭ ଆରମ୍ଭ ହେବ । ଏହି ଅଭିଯାନ ୧୫ଅଗଷ୍ଟ ରୁ ୩୦ ଜାନୟାରୀ ପଯ୍ୟନ୍ତ ଚାଲିବ । ପ୍ରେମ ଏବଂ ବୁଝାମଣା ବୃଦ୍ଧି , ସମ୍ପ୍ରଦାୟିକତାକୁ ପ୍ରତିହତ କରିବା ତଥା ଧର୍ମନିରପେକ୍ଷତାକୁ ମହତ୍ତ୍ୱ ଦେବା ବିଶେଷକରି ମହିଳା, ଦଳିତ, ଆଦିବାସୀ କୃଷକ, ଶିକ୍ଷକ ଛାତ୍ର ସଂଗଠନ ସହିତ କାଯ୍ୟ କରୁଥିବା ବ୍ୟକ୍ତିମାନଙ୍କୁ ଏକ ପ୍ଲାଟଫର୍ମ ପ୍ରଦାନ କରିବା ଏହି ଅଭିଯାନ ର ଲକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି