Masthead

ଚାଲିଗଲେ ଯାତ୍ରା ଜଗତର କମେଡି କିଙ୍ଗ ରବି ଶତପଥୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଯାତ୍ରା ଜଗତର ସୁନାମଧନ୍ୟ କଳାକାର ତଥା କମେଡି କିଙ୍ଗ ରବି ଶତପଥୀଙ୍କ ପରଲୋକ । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅଗପାଳ ସ୍ଥିତ ନିଜ ବାସଭବନରେ ପ୍ରାୟ ୭.୩୦ ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସା ହେଉଥିଲେ ରବି ଶତପଥୀ ।

ନିଖୁଣ ଅଭିନୟ ବଳରେ ଦର୍ଶକଙ୍କୁ ହସାଇ ହସାଇ ବେଦମ କରୁଥିବା ରବି ୫୦୦ରୁ ଅଧିକ ଯାତ୍ରା ପେଣ୍ଡାଲରେ ନାଟକ ପରିବେଷଣ କରିଥିଲେ। ତାଙ୍କର ଜୀବନ୍ତ ଅଭିନୟ ତାଙ୍କୁ ବେଶ ଲୋକପ୍ରିୟ କରିଦେଇଥିଲା। ତେବେ ରଗାକ୍ରାନ୍ତ ଥିବାରୁ ଗତକିଛିଦିନ ଧରି ଯାତ୍ରା ଜଗତରୁ ବାହାରେ ଥିଲେ ଶ୍ରୀ ଶତପଥୀ । ତାଙ୍କ ବିୟୋଗରେ ସମଗ୍ର ଯାତ୍ରା ଜଗତରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ