ଚାଲିଗଲେ ଯାତ୍ରା ଜଗତର କମେଡି କିଙ୍ଗ ରବି ଶତପଥୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଯାତ୍ରା ଜଗତର ସୁନାମଧନ୍ୟ କଳାକାର ତଥା କମେଡି କିଙ୍ଗ ରବି ଶତପଥୀଙ୍କ ପରଲୋକ । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅଗପାଳ ସ୍ଥିତ ନିଜ ବାସଭବନରେ ପ୍ରାୟ ୭.୩୦ ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସା ହେଉଥିଲେ ରବି ଶତପଥୀ ।

ନିଖୁଣ ଅଭିନୟ ବଳରେ ଦର୍ଶକଙ୍କୁ ହସାଇ ହସାଇ ବେଦମ କରୁଥିବା ରବି ୫୦୦ରୁ ଅଧିକ ଯାତ୍ରା ପେଣ୍ଡାଲରେ ନାଟକ ପରିବେଷଣ କରିଥିଲେ। ତାଙ୍କର ଜୀବନ୍ତ ଅଭିନୟ ତାଙ୍କୁ ବେଶ ଲୋକପ୍ରିୟ କରିଦେଇଥିଲା। ତେବେ ରଗାକ୍ରାନ୍ତ ଥିବାରୁ ଗତକିଛିଦିନ ଧରି ଯାତ୍ରା ଜଗତରୁ ବାହାରେ ଥିଲେ ଶ୍ରୀ ଶତପଥୀ । ତାଙ୍କ ବିୟୋଗରେ ସମଗ୍ର ଯାତ୍ରା ଜଗତରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ