ଆସୁଛି ‘କ୍ରିଷ୍-୪’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ହ୍ରିତିକ ରୋଶନ ତାଙ୍କ ଆଗାମୀ ଫିଲ୍ମକୁ ନେଇ ଫ୍ୟାନ୍ସମାନଙ୍କ ସହ ଏକ ଖୁସି ଖବର ସେୟାର କରିଛନ୍ତି। ସେ ଇନଷ୍ଟାଗ୍ରାମ୍ ଆକାଉଣ୍ଟରେ ‘କ୍ରିଷ୍ ୪’ ବିଷୟରେ ଏକ ବଡ଼ ସୂଚନା ଦେଇଛନ୍ତି। ଅଭିନେତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ତାଙ୍କର ଆଗାମୀ ଫିଲ୍ମ ବିଷୟରେ କହି କ୍ୟାପସନରେ ଲେଖିଥିଲେ, ‘ଅତୀତରେ ଯାହା ହେବାକୁ ଥିଲା, ତାହା ହୋଇଗଲା।

୧୩ ସେକେଣ୍ଡର ଭିଡିଓ କ୍ଲିପ୍ରେ ହ୍ରିତିକ୍ ରୋଶନ୍ ଏକ ସୁପରହିରୋ ଅବତାରରେ ନଜର ଆସିଛନ୍ତି । ସେ କ୍ରିଷ୍ -୪ ଏବଂ ଏହାର ନୂଆ ମାସ୍କର ଝଲକ ମଧ୍ୟ ଦେଖାଇଛନ୍ତି।୨୦୧୯ ମସିହାରେ ହ୍ରିତିକ ରୋଶନ ପିଟିଆଇ ସହ ବାର୍ତ୍ତାଳାପରେ କହିଥିଲେ ଫିଲ୍ମ ‘ୱାର’ ପରେ ସେ କ୍ରିଷ୍ ୪ ପାଇଁ ସୁଟିଂ ଆରମ୍ଭ କରିବେ। ତାଙ୍କ ବାପା ରାକେଶ ରୋଶନ କ୍ୟାନ୍ସର ରୋଗରେ ଚିକିତ୍ସିତ ହେଉଥିବାରୁ କାରଣରୁ ଉଭୟ ପ୍ରୋଜେକ୍ଟରେ ଆଗକୁ ବଢି ପାରିନଥିଲେ। ହ୍ରିତିକ ଫିଲ୍ମ ‘କ୍ରିଷ୍’ରେ ସୁପରହିରୋ ଅବତାରରେ ନଜର ଆସିଥିଲେ। ଏହି ଫିଲ୍ମଟି ୨୩ ଜୁନ୍ ୨୦୦୬ ରେ ରିଲିଜ୍ ହୋଇଥିଲା। ହ୍ରିତିକଙ୍କ ସହ ପ୍ରିୟଙ୍କା ଚୋପ୍ରା, ରେଖା, ନାସିରୁଦ୍ଦିନ ଶାହା ମୁଖ୍ୟ ଭୂମିକାରେ ଥିଲେ। ୨୦୧୩ ରେ, କ୍ରିଷ୍ ୩ ହ୍ରିତିକଙ୍କ ସହ କଙ୍ଗନା, ପ୍ରିୟଙ୍କା ଚୋପ୍ରା ଏବଂ ବିବେକଙ୍କୁ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ