Masthead

ମହଙ୍ଗା ପଡିଲା ମନ୍ଦିରରେ କୁକୁର ବୁଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ମହଙ୍ଗା ପଡିଛି ମନ୍ଦିରରେ କୁକୁର ବୁଲେଇବା । ଭୁବନେଶ୍ୱର ବକ୍ରେଶ୍ୱର ମହାଦେବ ମନ୍ଦିର ପରିସରରେ ଜଣେ ବ୍ୟକ୍ତି କୁକୁର ଧରି ବୁଲୁଥିଲେ । ଯାହାକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ ଶ୍ରଦ୍ଧାଳୁ । ମନ୍ଦିର ପରିସରରେ ଏଭଳି ପରିବେଶକୁ ନେଇ ଅନେକ ବିଚଳିତ ହୋଇଥିଲେ । ଏନେଇ ‘ବଡ଼ ଖବର’ରେ ଖବର ପ୍ରକାଶିତ ହୋଇଥିଲା । ଘଟଣାରେ ଆକ୍ସନକୁ ଆସିଛି କମିଶନରେଟ ପୋଲିସ୍ । ମନ୍ଦିରରେ କୁକୁର ଧରିଥିବା ସେ ବ୍ୟକ୍ତି ଜଣକ ତେଫାନ ସାମନ୍ତରାୟ ବୋଲି ଜଣାପଡିଛି । ପୋଲିସ୍ ତାଙ୍କ ବିରୋଧରେ ଓୟୁପି ଆକ୍ଟରେ କାର୍ଯ୍ୟାନୁଷ୍ଠାନ ନେଇଛି । ଏହା ସହ ପୋଷା କୁକୁରଙ୍କୁ ବୁଲାଇବା ବେଳେ ଦାୟିତ୍ୱବାନ ହେବାକୁ କମିଶନରେଟ ପୋଲିସ୍ ପରାମର୍ଶ ଦେଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା