Masthead

ସୌରିନଙ୍କୁ ଖୋଜିବା ପାଇଁ କୋଲକାତା ଗଲା କମିଶନରେଟ ପୋଲିସ

କଟକ(ବଡ଼ ଖବର ବ୍ୟୁରୋ): ସୌରିନ ଭଟ୍ଟଙ୍କ ନାଁରେ ଯୌନ ନିର୍ଯାତନା ମାମଲା । ସୌରିନଙ୍କୁ ଖୋଜିବା ପାଇଁ କୋଲକାତା ଗଲା କମିଶନରେଟ ପୋଲିସର ଗୋଟିଏ ଟିମ୍ । କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ନାଁରେ ଜଣେ ଯୁବତୀ ଆଣିଥିଲେ ସଙ୍ଗୀନ ଅଭିଯୋଗ । ଗାୟିକା କରାଇ ଦେବାର ପ୍ରତିଶ୍ରୁତି ଦେଇ ଶୋଷଣ କରାଯାଇଥିବା ଅଭିଯୋଗ କରିଥିଲେ ଯୁବତୀ । ଜଗତପୁର ଥାନାରୁ ଯାଇ ଯୁବତୀ ଜଣକ ମହିଳା ଥାନାରେ ଏତଲା ଦେଇଥିଲେ । ମାନସିକ ଓ ଶାରୀରିକ ନିର୍ୟାତନା ଦିଆଯାଇଥିବା ସଂପୃକ୍ତ ଯୁବତୀ ଅଭିଯୋଗ କରିଥିଲେ । ୨୦୧୫ରେ ସୌରିନ ଓ ଯୁବତୀଙ୍କ ମଧ୍ୟରେ ଚିହ୍ନା ପରିଚୟ ହୋଇଥିଲା । ପରେ ସୌରିନ୍ ବିବାହିତ ଜାଣିବା ପରେ ଯୁବତୀ ଦୁରେଇବାକୁ ଚାହିଁଥିଲେ ହେଲେ ସୌରିନ ବିବାହ ପ୍ରତିଶ୍ରୁତି ଦେଇ ପୁଣି ଆଗକୁ ସମ୍ପର୍କ ବଢାଇ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ