Masthead

ସାଧାରଣ ଲୋକ ହିଁ ଗଣତନ୍ତ୍ରକୁ ରକ୍ଷା କରିବେ: ଉଦ୍ଧବ ଠାକରେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଗାମୀ ନିର୍ବାଚନକୁ ଆରମ୍ଭ ହୋଇଛି ବୟାନବାଜି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଯଦି ବିଜେପି ସରକାର ପୁନର୍ବାର କ୍ଷମତାକୁ ଆସନ୍ତି, ମୁଁ ଭାବୁନାହିଁ ଏଠାରେ ଗଣତନ୍ତ୍ର ବଞ୍ଚିବ।  ସାଧାରଣ ଲୋକ ହିଁ ଗଣତନ୍ତ୍ରକୁ ରକ୍ଷା କରିବେ। ରାଜ୍ୟ ସଭା ସଦସ୍ୟ ତଥା ସାମନାର କାର୍ଯ୍ୟନିର୍ବାହୀ ସଂପାଦକ ସଞ୍ଜୟ ରାଉତଙ୍କ ସହ ଏକ ସାକ୍ଷାତକାରରେ ବିଭିନ୍ନ ପ୍ରସଙ୍ଗ ସହ ମହାରାଷ୍ଟ୍ର ଏବଂ ଭାରତର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ