Masthead

ଜମିବାଡ଼ି ଜାଲିଆତି ନାଁରେ ଜିଲ୍ଲାପାଳଙ୍କୁ ଅଭିଯୋଗ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଜମିବାଡ଼ି ଜାଲିଆତି ନାଁରେ ଜିଲ୍ଲାପାଳଙ୍କୁ ଅଭିଯୋଗ । ଜୀବିତଙ୍କୁ ମୃତ ଦର୍ଶାଇ ଲୁଟି ନେଲେ ଜମିବାଡ଼ି । ଦୁଇ ଉତ୍ତରାଧିକାରୀ ଥିଲେ ମଧ୍ୟ ଜଣେ ବାହାରେ ରହିବାର ସୁଯୋଗ ନେଇ ଅନ୍ୟ ଜଣେ ଜାଲିଆତି କରି ସମସ୍ତ ଜମିବାଡ଼ି ବିକ୍ରି କରିଦେଇଥିବାର ଅଭିଯୋଗ ହୋଇଛି । ଯେଉଁଥିରେ ଆରଆଇ ମଧ୍ୟ ସହଯୋଗ କରିଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ମୌଜାରେ । ତେବେ ଘଟଣାକୁ ନେଇ ଜିଲ୍ଳାପାଳଙ୍କୁ ଏକ ଲିଖିତ ଅଭିଯୋଗ କରିଛନ୍ତି ପରିବାର ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ