Masthead

ଅବକାରୀ ଅଫସି ସମ୍ମୁଖରେ ଧାରଣା

ଆଠଗଡ(ବଡ଼ ଖବର ବ୍ୟୁରୋ): ଆଠଗଡ ଅଞ୍ଚଳରେ ଏବେ ଚୋରା ଦେଶୀ ମଦ କାରବାରର ହବ ପାଲଟିଥିବା ବେଳେ ତାହାକୁ ଆଉ ପାଦେ ଆଗଇ ନେବା ପାଇଁ ଆଠଗଡ଼ ଅବକାରୀ ବିଭାଗର ନିରକ୍ଷକ କେଶବ ଚନ୍ଦ୍ର ଦାସଙ୍କ ପାର୍ଟନରସିପରେ ଚାଲିଛି ଖୁଣ୍ଟୁଣୀ ଥାନା ଅଧୀନରେ ଥିବା ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ।

ଆଉ ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ରାଧାକୃଷ୍ଣପୁର ପଞ୍ଚାୟତ ଡାଳୁଆ ଏବଂ ସରସ୍ୱତୀ ପୁର ଗ୍ରାମର ଗ୍ରାମବାସୀମାନେ। ଗୋଟିଏ ପଟେ କଟକ ଅବକାରୀ ଅଧିକ୍ଷକ ଦେବାଶିଷ ପଟେଲ ଆଠଗଡ଼କୁ ଚୋରା ଦେଶୀମଦ କାରବାରକୁ ବନ୍ଦ କରିବା ପାଇଁ ପ୍ରାୟାସ କରୁଥିବା ବେଳେ ଆଠଗଡ଼ ଅବକାରୀ ନିରୀକ୍ଷକ ଦେଶୀମଦ ଚୋରା କାରବାରକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ କରି ଗ୍ରାମବାସୀମାନେ ଆଠଗଡ଼ ଡେପୁଟି ସୁପରିଟେଣ୍ଡଣ୍ଟ ପ୍ରମୋଦ କୁମାର ପଣ୍ଡାଙ୍କୁ ଏକ ଦାବିପତ୍ର ପ୍ରଦାନ କରିବା ସହିତ ଅବକାରୀ ନିରୀକ୍ଷକଙ୍କ ବଦଳି ଦାବୀ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ