Masthead

ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ OTET ପରୀକ୍ଷାର୍ଥୀଙ୍କ ଧାରଣା

କଟକ(ବଡ଼ ଖବର ବ୍ୟୁରୋ): ଲକ୍ଷାଧିକ OTET ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଅନ୍ଧାରରେ । କଟକ ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ OTET ପରୀକ୍ଷାର୍ଥୀଙ୍କ ବିକ୍ଷୋଭ ପ୍ରଦର୍ଶନ । ୨୦୨୩ର OTET ପରୀକ୍ଷାକୁ ଖୁବଶୀଘ୍ର କରିବା ସହ ଜୁନିୟର ଟିଚର ନିଯୁକ୍ତିରେ OTET ପରୀକ୍ଷାର୍ଥୀଙ୍କୁ ଆପିୟର ପାଇଁ ସୁଯୋଗ ଦିଆଯାଉ ବୋଲି ଦାବି କରି ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି OTET ଆଶାୟୀ । ଯେଉଁ ଜାଗାରେ ବର୍ଷକୁ ଦୁଇଥର OTET ପରୀକ୍ଷା ହେଉଥିଲା ବର୍ତ୍ତମାନ ବର୍ଷକୁ ଗୋଟିଏ ଥର ମଧ୍ୟ OTET ପରୀକ୍ଷା ନ ହେବା କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପରୀକ୍ଷାର୍ଥୀ ।

ଶେଷଥର ୨୦୧୯ ରେ ଦୁଇଥର OTET ପରୀକ୍ଷା ହୋଇ ଥିବାବେଳେ ୨୦୨୦-୨୧ କୋଭିଡ୍ କଟକଣା ପାଇଁ ବନ୍ଦ ରହିଥିଲା । ଅନ୍ୟପଟେ ୨୦୨୨ର OTET ପରୀକ୍ଷା ୨୦୨୩ ମସିହା ଜୁଲାଇ ମାସରେ ହୋଇଯାଇଛି । ତେବେ ଚଳିତ ୨୦୨୩ ମସିହାର ପରୀକ୍ଷା ବର୍ତ୍ତମାନ ପର୍ଯ୍ୟନ୍ତ ବାହାରିନି ଏବଂ କନିଷ୍ଠ ଶିକ୍ଷକ ପଦବୀ ପ୍ରକାଶ ପାଇବାକୁ ନେଇ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି