Masthead

ବିଇଓ କାର୍ଯ୍ୟାଳୟ ଆଗରେ ପ୍ରାଥମିକ ଶିକ୍ଷକ ସଂଘର ଧାରଣା

ଭଞ୍ଜନଗର(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ଧାରଣା। ବିଭିନ୍ନ ଦଫା ଦାବି ନେଇ ପ୍ରାଥମିକ ମିଳିତ ଶିକ୍ଷକ ସଂଘର ଅନିର୍ଦ୍ଧିଷ୍ଟ କାଳ ଯାଏଁ ଧାରଣା ।

ଅବିକଳ କେନ୍ଦ୍ରୀୟ ହାର ଦରମା ୪୨୦୦ ଗ୍ରେଡ ପେ, ନୂତନ ପେନସନ ଯୋଜନା ବଦଳରେ ପୁରୁଣା ପେନସନ ପ୍ରଦାନ କରିବା । ଠିକା ନିଯୁକ୍ତିକୁ ଉଚ୍ଛେଦ କରିବା ଏହି ଭଳି ଦାବି ନେଇ ଶିକ୍ଷକ ସଂଘର ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ