Masthead

ଡ୍ୟୁଟିରେ ଥିବା କର୍ମଚାରୀଙ୍କ ଫୋନ ଜବତ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ୟୁଟିରେ ଥିବା କର୍ମଚାରୀଙ୍କ ଫୋନ ଜବତ । ଲୋକ ପାଇଲଟଙ୍କ ଫୋନକୁ ଜବତ କରିଛି ସିବିଆଇ । ସମସ୍ତଙ୍କ ଫୋନର ସିଡିଆର ଯାଞ୍ଚ କରୁଛି ସିବିଆଇ । ଦୁର୍ଘଟଣା ପୂର୍ବରୁ କାହା ସହ କଥା ହୋଇଥିଲେ ଯାଞ୍ଚ ଚାଲିଛି । ସମସ୍ତଙ୍କ ହ୍ୱାଟ୍ସଆପ ଚାଟିଂ ମଧ୍ୟ ଯାଞ୍ଚ ହେଉଛି । ଟେକ୍ନିକାଲ ଏକ୍ସପର୍ଟ ଟିମ ଜରିଆରେ ତଦନ୍ତ କରୁଛି ସିବିଆଇ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ