Masthead

ସିଏମସି କାଉନସିଲ ବୈଠକରେ ହୋହଲ୍ଲା

ମୋକିମଙ୍କୁ ନଡାକିବାକୁ ନେଇ ହଟ୍ଟଗୋଳ

କଟକ(ବଡ଼ ଖବର ବ୍ୟୁରୋ): କଟକ ମହାନଗର ନିଗମ କାଉନସିଲ ବୈଠକରେ ହୋହଲ୍ଲା । ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସରେ ସ୍ଥାନୀୟ ବିଧାୟକଙ୍କୁ ନ ଡାକିବାକୁ ନେଇ ବୈଠକରେ ହଟ୍ଟଗୋଳ କରିଛନ୍ତି ବିରୋଧୀ ଦଳର କର୍ପୋରେଟର । ସୂଚନା ମୁତାବକ ବାରବାଟୀ ବିଧାନସଭା କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ନାମରେ ଶାସକ ଦଳର କର୍ପୋରେଟର ମାନେ ଫଟୋଉଠା ରାଜନୀତି କରିବା ସହ ସ୍ଥାନୀୟ ବିଧାୟକ ମହମ୍ମଦ ମୋକିମଙ୍କୁ ଡାକୁ ନଥିବା ଅଭିଯୋଗ କରିଛନ୍ତି ବିରୋଧୀ କର୍ପୋରେଟର ମାନେ । ଏହାର ପ୍ରତିବାଦରେ ଆଜି ପ୍ରଥମେ କାଉନସିଲ ବୈଠକ ଗୃହ ବାହାରେ ଓ ପରେ କଟକ ମହାନଗର ନିଗମର ଫାଟକ ସମ୍ମୁଖରେ ଧାରଣାରେ ବସିଥିଲେ ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା