Masthead

ସୁଦାନରେ ସଂଘର୍ଷ, ମୃତ୍ୟୁସଂଖ୍ୟା ୪୧୩କୁ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ସୁଦାନରେ ସେନା ଏବଂ ସାମରିକ ବାହିନୀ ମଧ୍ୟରେ ସଙ୍ଘର୍ଷ ଜାରି ରହିଛି । ସଙ୍ଘର୍ଷରେ ଏପର୍ଯ୍ୟନ୍ତ ୪୧୩ ଜଣଙ୍କର ମୃତ୍ୟୁ ହୋଇଛି । ହିଂସାକାଣ୍ଡରେ ବଳି ପଡୁଛନ୍ତି ସାଧାରଣ ଜନତା । ଏ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସୂଚନା ଦେଇଛି । କେବଳ ସେତିକି ନୁହେଁ, ମୃତ୍ୟୁ ଅନୁସାରେ ଆହତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏଥିସହ ଭାରତ ସମେତ ଅନ୍ୟ ଦେଶର ୯୧ ଜଣ ଲୋକ ସାଉଦି ଆରବର ସୁରକ୍ଷା ଅଧୀନରେ ପ୍ରଥମ ଥର ପାଇଁ ସୁଦାନରୁ ନିରାପଦରେ ବାହାରିଛନ୍ତି ।

ହିଂସାକାଣ୍ଡରେ ୩୫୫୧ଜଣ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସା ଜାରି ରହିଥିବା ବେଳେ ମେଡିକାଲ ଉପରେ ମଧ୍ୟ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ଫଳରେ ହସ୍ପିଟାଲ ଭିତରେ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାରେ ସମସ୍ୟା ଦେଖା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ