Masthead

କଂଗ୍ରେସ ଆଣିଲା ମୋଦିଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ । ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ପରିବାର ତାଙ୍କ ସାଜ୍ଞା କାହିଁକି ବ୍ୟବହାର କରୁ ନାହାନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛି । କଂଗ୍ରେସ ନେତା କେ.ସି. ବେଣୁଗୋପାଳ ଶୁକ୍ରବାର ମୋଦିଙ୍କ ବିରୋଧରେ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌ଖଡ଼ଙ୍କୁ ସ୍ୱାଧିକାର ଭଙ୍ଗ ନୋଟିସ ଦେଇଛନ୍ତି।

ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଫେବୃୟାରୀ ୯ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖୁଥିଲାବେଳେ ନେହେରୁଙ୍କ ସଂଜ୍ଞାକୁ ନେଇ ମନ୍ତବ୍ୟ ଦେଇଥିଲେ। ଉକ୍ତ ମନ୍ତବ୍ୟ ନେହେରୁ ପରିବାର ବିଶେଷ କରି ଲୋକ ସଭା ସଦସ୍ୟ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ କେବଳ ଅପମାନିତ କରିନାହିଁ ମର୍ଯ୍ୟାଦା ହାନି କରିଛି। ରାଜ୍ୟ ସଭା ଅଧିବେଶନ ପ୍ରକ୍ରିୟା ଓ ପରିଚାଳନା ନିୟମାବଳୀର ରୁଲ୍‌ ୧୮୮ ଅନୁଯାୟୀ ଭାରତର ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଦେଉଛି ବୋଲି ବେଣୁଗୋପାଳ ତାଙ୍କ ନୋଟିସରେ ଉଲ୍ଲେଖ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ