Masthead

ଖୁବଶୀଘ୍ର କଂଗ୍ରେସ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାଡ଼ସୁଗୁଡା ଉପନିର୍ବାଚନକୁ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା । କହିଲେ ଝାଡ଼ସୁଗୁଡା ଉପନିର୍ବାଚନ ପାଇଁ କଂଗ୍ରେସ ଦଳ ତରଫରୁ ଏକ ଟିମ ଗଠନ କରାଯାଇଥିଲା । ଏହି ଟିମ ୩ ତାରିଖରେ ଝାଡ଼ସୁଗୁଡ଼ା ପରିଭ୍ରମଣ କରି ତାଙ୍କର ରିପୋର୍ଟ ଦେଇସାରିଛନ୍ତି । ଏଆଇସିସି ଖୁବଶୀଘ୍ର ନାମ ଘୋଷଣା କରିବା ଯେଉଁ ପ୍ରାର୍ଥୀର ଜିତିବା ସମ୍ଭାବନା ଅଧିକ ରହିଛି ସେହିଭଲି ପ୍ରାର୍ଥୀକୁ ଟିକେଟ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ