Masthead

୧୮ ଭୋଟରେ କଂଗ୍ରେସର କାଉନସିଲର ପ୍ରାର୍ଥୀ ଦୀପକ ରାୟ ବିଜୟୀ

ଅତାବିରା (ବଡ଼ ଖବର ବ୍ୟୁରୋ):  ଅତାବିରା ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଜାରି ରହିଛି ।  ୱାର୍ଡ ନମ୍ବର ୧ରେ ୧୮ ଖଣ୍ଡ ଭୋଟରେ କଂଗ୍ରେସର କାଉନସିଲର ପ୍ରାର୍ଥୀ ଦୀପକ ରାୟ ବିଜୟୀ ହୋଇଛନ୍ତି । କଂଗ୍ରେସକୁ ୩୪୩ ଭୋଟ ମିଳିଥିବାବେଳ ବିଜେଡିକୁ ୩୨୫ ଏବଂ ବିଜେପିକୁ ୪୧ ଭୋଟ ମିଳିଛି । ସେପଟେ ଅନ୍ୟ ୱାର୍ଡରେ ଗଣତି ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଇକେଲରେ ବୁହା ହେଲା ଶବ 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ସାଇକେଲରେ ବୁହା ହେଲା ଶବ 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍