Masthead

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ । ଜଳେଶ୍ବର, ବରୀ, ଆଠମଲ୍ଲିକ, ଆଠଗଡ଼, ପୁରୀରେ ବଦଳିଲେ ପ୍ରାର୍ଥୀ । ଜଳେଶ୍ବରରେ ଦେବୀ ପ୍ରସନ୍ନ ଚାନ୍ଦଙ୍କ ସ୍ଥାନରେ ସୁଦର୍ଶନ ଦାସଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ସେହିପରି ଆଠମଲ୍ଲିକରେ ବିଜୟାନନ୍ଦ ଚାଉଳିଆଙ୍କ ସ୍ଥାନରେ ହିମାଂଶୁ ଚାଉଳିଆଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ଆଠଗଡ଼ରେ ମେହବୁବ ଅହମ୍ମଦ ଖାନ୍‌ଙ୍କ ଜାଗାରେ ହେଲେ ସୁଦର୍ଶନ ସାହୁଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ପୁରୀରେ ସୁଜିତ ମହାପାତ୍ରଙ୍କ ସ୍ଥାନରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ସେପଟେ ନୀଳଗିରି ବିଧାନସଭା ଆସନ ପାଇଁ ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କଲା କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ