Masthead

ନିର୍ବାଚନ ଲଢିବେ ନାହିଁ ମଲ୍ଲିକାଜ୍ଜୁର୍ନ ଖଡଗେ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି କଂଗ୍ରେସ ପାଇଁ ସମସ୍ୟା ବଢିପାରେ । କାରଣ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ ଏଥର ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିପାରନ୍ତି ବୋଲି ଚର୍ଚ୍ଚାଜୋର ଧରିଛି । ଚର୍ଚ୍ଚା ହେଉଛି ଯେ ଏଥର ତାଙ୍କୁ ରାଜନୈତିକ ମଇଦାନରେ ଖଡଗେଙ୍କୁ ଦେଖିବାକୁ ମିଳିବ ନାହିଁ। ସୂତ୍ରରୁ ପ୍ରକାଶ, ମଲ୍ଲିକାର୍ଜୁନ ଖଡଗେ ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିନପାରନ୍ତି। ଏହି କଳ୍ପନାଜଳ୍ପନା ମଧ୍ୟରେ ଅନେକ ଦଳର ନେତା ଚିନ୍ତିତ ହୋଇପଡିଛନ୍ତି।

କଂଗ୍ରେସ ଭିତର ସର୍କଲର କିଛି ନେତା ଏହା ଉପରେ ଗୁରୁତ୍ୱାରୋପ କରିଥିଲେ ଯେ ଦଳ ମୁଖ୍ୟଙ୍କ ବିନା ସାଧାରଣ ନିର୍ବାଚନରେ ମଇଦାନ ଓହ୍ଲାଇପାରିବେ ନାହିଁ। ସୂତ୍ରରୁ ପ୍ରକାଶ ଯେ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ସେ କେବଳ ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀରେ ସୀମିତ ରହିବାକୁ ଚାହୁଁ ନାହାନ୍ତି। ଏହା ବଦଳରେ ସେ ସାରା ଦେଶରେ ସିଟ ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ