Masthead

କର୍ଣ୍ଣାଟକ ପାଇଁ କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ରଣନୀତି

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ବିଧାନସଭା ନିର୍ବାଚନର ଠିକ ପୂର୍ବରୁ କଂଗ୍ରେସ ଅନୁସୂଚିତ ଜାତି ନେତା ତଥା ପୂର୍ବତନ ଏମପି ବିଏନ ଚନ୍ଦ୍ରପ୍ପାଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ କରିଛି। କଂଗ୍ରେସ ମହାସଚିବ କେସି ଭେନୁଗୋପାଳ ଚନ୍ଦ୍ରପ୍ପାଙ୍କ ନିଯୁକ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କର୍ଣ୍ଣାଟକ କଂଗ୍ରେସରେ ୫ କାର୍ଯ୍ୟକାରୀ ଅଧ୍ୟକ୍ଷ ଅଛନ୍ତି । ଏମାନଙ୍କ ମଧ୍ୟରୁ ଆର ଧ୍ରୁବ ନାରାୟଣଙ୍କର କିଛିଦିନ ପୂର୍ବରୁ ପରଲୋକ ହୋଇଯାଇଥିଲା। ତାଙ୍କର ସ୍ଥାନରେ ଚନ୍ଦ୍ରପ୍ପାଙ୍କୁ ନିଯୁକ୍ତ କରାଯାଇଛି। ତାଙ୍କ ବ୍ୟତୀତ ୪ କାର୍ଯ୍ୟକାରୀ ଅଧ୍ୟକ୍ଷ ରହିଛନ୍ତି। ଏମାନେ ହେଲେ ସାମଲିଙ୍ଗା ରେଡ୍ଡି, ସଲିମ ଅହମ୍ମଦ, ଈଶ୍ୱର ଖାନ୍ଦ୍ରେ, ସତିଶ ଜରକିହଲ୍ଲି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ